Tuesday, March 17, 2026
24.7 C
Odisha

    ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ନେଇ ୩ ଦିନିଆ ଓଡିଶା ଗସ୍ତରେ ଆସିବେ ନିର୍ବାଚନ କମିସନ

    ଆଗକୁ ପଢନ୍ତୁ

    ଓଡିଶା ଆସୁଛନ୍ତି ନିର୍ବାଚନ କମିସନ । ନିର୍ବାଚନ ପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ । ଏହି ଗସ୍ତ ଅବସରରେ ନିର୍ବାଚନ କମିସନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ । ଆସନ୍ତା ୧୫ ତାରିଖରୁ ଆରମ୍ଭ କରି ୧୭ ତାରିଖ ଯାଏଁ ଓଡିଶା ଗସ୍ତରେ ରହିବେ ନିର୍ବାଚନ କମିସନ । ତେବେ ଖୁବଶୀଘ୍ର ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି । କିଛି ରାଜ୍ୟରେ ଲୋକସଭା ସହିତ ରାଜ୍ୟ ବିଧାନସଭା ନିର୍ବାଚନ ମଧ୍ୟ ହେବ । ତେଣୁ ଏହା ପୂର୍ବରୁ ନିର୍ବାଚନ କମିସନ ନିର୍ବାଚନ ହେବାକୁ ଥିବା ରାଜ୍ୟକୁ ଯାଇ ପ୍ରସ୍ତୁତି ସମୀକ୍ଷା କରୁଛନ୍ତି । ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ନିର୍ବାଚନ ଆୟୋଗ । ଏହାପରେ ଏବେ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ