Saturday, July 27, 2024
24.5 C
Odisha

    ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ନେଇ ୩ ଦିନିଆ ଓଡିଶା ଗସ୍ତରେ ଆସିବେ ନିର୍ବାଚନ କମିସନ

    ଆଗକୁ ପଢନ୍ତୁ

    ଓଡିଶା ଆସୁଛନ୍ତି ନିର୍ବାଚନ କମିସନ । ନିର୍ବାଚନ ପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ । ଏହି ଗସ୍ତ ଅବସରରେ ନିର୍ବାଚନ କମିସନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ । ଆସନ୍ତା ୧୫ ତାରିଖରୁ ଆରମ୍ଭ କରି ୧୭ ତାରିଖ ଯାଏଁ ଓଡିଶା ଗସ୍ତରେ ରହିବେ ନିର୍ବାଚନ କମିସନ । ତେବେ ଖୁବଶୀଘ୍ର ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି । କିଛି ରାଜ୍ୟରେ ଲୋକସଭା ସହିତ ରାଜ୍ୟ ବିଧାନସଭା ନିର୍ବାଚନ ମଧ୍ୟ ହେବ । ତେଣୁ ଏହା ପୂର୍ବରୁ ନିର୍ବାଚନ କମିସନ ନିର୍ବାଚନ ହେବାକୁ ଥିବା ରାଜ୍ୟକୁ ଯାଇ ପ୍ରସ୍ତୁତି ସମୀକ୍ଷା କରୁଛନ୍ତି । ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ନିର୍ବାଚନ ଆୟୋଗ । ଏହାପରେ ଏବେ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ