Sunday, October 18, 2026
24.8 C
Odisha

    ବଢ଼ିଲା ଇପିଏଫଓ ସୁଧହାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ; ୬ କୋଟିରୁ ଅଧିକ ଥିବା EPFO କର୍ମଚାରୀଙ୍କ ଲାଗି ଖୁସି ଖବର। ବଢିଲା ଇପିଏଫ ସୁଧହାର। ଆର୍ଥିକ ବର୍ଷ ୨୦୨୩-୨୪ ଲାଗି ଇପିଏଏଫ୍ ସୁଧହାର ବୃଦ୍ଧି କରାଯାଇଛି। ସୁଧହାର ୮. ୨୫କୁ ବୃଦ୍ଧି ହୋଇଛି। ପୂର୍ବ ତୁଳନାରେ ଇପିଏଫ ସୁଧହାରରେ ୦. ୧୦ ପ୍ରତିଶତ ବଢାଯାଇଛି। କର୍ମଚାରୀ ଭବିଷ୍ୟ ନିଧି ସଂଗଠନ ଇପିଏଫଓ ଏବଂ ସିବିଟି ତରଫରୁ ଏହି ସୁଧହାର ବୃଦ୍ଧି କରାଯାଇଛି। ଗତ ବର୍ଷ ମାର୍ଚ୍ଚରେ ଇପିଏଫଓ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ୮. ୧୫ ପ୍ରତିଶତ ଘୋଷଣା ହୋଇଥିଲା। ଏହା ପୂର୍ବରୁ ୨୦୨୨ ଆର୍ଥିକ ବର୍ଷ ଲାଗି ଇପିଏଫଓ ସୁଧହାର ୮. ୧୦ ପ୍ରତିଶତ ରହିଥିଲା। ଇପିଏଫଓ ସୁଧହାର ବୃଦ୍ଧି ଫଳରେ ଏହାର ଲାଭ କୋଟି କୋଟି କର୍ମଚାରୀଙ୍କୁ ମିଳିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    78 %
    1.5kmh
    100 %
    Sun
    24 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ