Monday, August 24, 2026
23.9 C
Odisha

    ଆସନ୍ତାକାଲି ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ,ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଜନ୍ମବେଦୀରେ ତିନି ଠାକୁରଙ୍କୁ ଦର୍ଶନ କରିପାରିବେ ଭକ୍ତ । ସୋମବାର ବାହୁଡା ଯାତ୍ରା

    ଆଗକୁ ପଢନ୍ତୁ

    ଆସନ୍ତାକାଲି ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ। ସୋମବାର ବାହୁଡା ଯାତ୍ରା ରହୁଥିବାରୁ ଆସନ୍ତାକାଲି ସନ୍ଧ୍ୟା ପରଠାରୁ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ । ସେପଟେ ଗତକାଲି ଶ୍ରୀ ବଳଭଦ୍ର ଓ ଦେବୀ ଶୁଭଦ୍ରାଙ୍କ ରଥର ଦକ୍ଷିଣ ମୋଡ଼ ସରିଥିବାବେଳେ ଆଜି ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ କରାଯାଇ ନାକଚଣା ଦ୍ୱାର ନିକଟରେ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    97 %
    1.6kmh
    100 %
    Mon
    27 °
    Tue
    28 °
    Wed
    28 °
    Thu
    26 °
    Fri
    29 °

    ସମ୍ବନ୍ଧିତ