Monday, October 19, 2026
23.2 C
Odisha

    ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭବାନୀପାଟଣା: କଳାହାଣ୍ଡିର ଜଣାଶୁଣା ରାଜନେତା ଧନେଶ୍ୱର ମାଝୀଙ୍କର ଆଜି ସକାଳେ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ନର୍ଲା ଓ କେସିଙ୍ଗାରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୧, ୧୯୭୪, ୨୦୦୦, ୨୦୦୪ ଓ ୨୦୧୪ ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କେସିଙ୍ଗା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି। ଏହାଛଡ଼ା ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ