Sunday, September 27, 2026
24.7 C
Odisha

    ବଢ଼ିବ ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ଦରମା, ନବରଙ୍ଗପୁରରେ ଫାଇଭ-ଟି ଅଧ୍ୟକ୍ଷଙ୍କ ଘୋଷଣା

    ଆଗକୁ ପଢନ୍ତୁ

    ବଢ଼ିବ ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ନବରଙ୍ଗପୁରରେ ଫାଇଭ-ଟି ଅଧ୍ୟକ୍ଷଙ୍କ ବଡ଼ ଘୋଷଣା । ଏପରିକି କମ୍ୟୁନିଟି ସେଣ୍ଟର କର୍ମଚାରୀ ଓ ପାଚିକାଙ୍କ ଦରମା ମଧ୍ୟ ବଢ଼ିବ । ଏମବିକେ ଓ ସିଆରପିଙ୍କ ଦରମା ବୃଦ୍ଧି ପାଇଁ ସରକାର ବିଚାରବିମର୍ଶ କରୁଥିବା କହିଲେ ଭି.କେ ପାଣ୍ଡିଆନ୍ । ଖାଲି ଏତିକି ନୁହେଁ ମଧୁବାବୁ ପେନସନ ମଧ୍ୟ ବୃଦ୍ଧି କରିବେ ରାଜ୍ୟ ସରକାର । ଏନେଇ ଖୁବଶୀଘ୍ର ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ବୋଲି ନବରଙ୍ଗପୁରରେ କହିଲେ ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    89 %
    1.4kmh
    0 %
    Sun
    25 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ