Saturday, March 21, 2026
19.7 C
Odisha

    ଫେବୃଆରୀ ୧୬ ଭାରତ ବନ୍ଦ

    ଆଗକୁ ପଢନ୍ତୁ

    ଦିଲ୍ଲୀରେ କୃଷକ ଆନ୍ଦୋଳନ ଉଗ୍ରରୂପ ନେଇଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ । ଚାଷୀଙ୍କ ଦ୍ୱାରା ଉତ୍ପାଦିତ ଫସଲର ସର୍ବନିମ୍ନ ଦାମକୁ ଆଇନସିଦ୍ଧ କରିବା, ଦେଶରେ ବଢୁଥିବା ବେକାରୀ ସମସ୍ୟାର ସମାଧାନ କରିବା ଭଳି ବିଭିନ୍ନ ଦାବି ନେଇ କୃଷକ ସଂଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହାସହ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ