Friday, March 20, 2026
21.7 C
Odisha

    ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

    ଆଗକୁ ପଢନ୍ତୁ

    ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ୪୬ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ । ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ । ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    73 %
    0.8kmh
    100 %
    Fri
    22 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ