Saturday, July 27, 2024
24.6 C
Odisha

    ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

    ଆଗକୁ ପଢନ୍ତୁ

    ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ୪୬ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ । ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ । ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ