Saturday, March 28, 2026
37.7 C
Odisha

    ପୁଅଙ୍କୁ ବାପାଙ୍କ ଆକ୍ରମଣ, ଗୁରୁତର ଅବସ୍ଥାରେ ପୁଅ ଭିମସାରରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଘୁଙ୍ଗିନାଳୀ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ କୌଣସି କଥାକୁ ନେଇ ବାପା ରାଜେନ୍ଦ୍ର ଲୋଇ(୫୦) ଓ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ତୀବ୍ର ରୂପ ନେଇଥିଲା। ଉତକ୍ଷିପ୍ତ ହୋଇ ବାପା ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ପୁଅ ଗୁରୁତର ହୋଇଥିଲା।ଏହାପରେ ପଡ଼ୋଶୀଙ୍କ ସହାୟତାରେ ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ସେଠାରୁ ମନୋଜଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଏଯାଏଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    17 %
    4.7kmh
    1 %
    Sat
    38 °
    Sun
    40 °
    Mon
    41 °
    Tue
    39 °
    Wed
    40 °

    ସମ୍ବନ୍ଧିତ