Sunday, January 11, 2026
16.4 C
Odisha

    ବାଇଶି ପାହାଚ ନିକଟରେ ବିଦେଶିନୀଙ୍କୁ ଚିହ୍ନି ପୁଲିସ ଜିମା ଦେଲେ ସେବାୟତ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିର ଭିତରେ ବିଦେଶୀ ମହିଳା ପର୍ଯ୍ୟଟକ । ସେବାୟତଙ୍କ ଦ୍ୱାରା ବିଦେଶୀ ପର୍ଯ୍ୟଟକଙ୍କୁ ଚିହ୍ନଟ କରାଯାଇଛି । ସିହଂଦ୍ୱାର ଥାନାରେ ବିଦେଶୀ ପର୍ଯ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି । ବାଇଶି ପାହାଚ ନିକଟରୁ ବିଦେଶୀନିଙ୍କୁ ଚିହ୍ନଟ କରିଛନ୍ତି ସେବାୟତ । ସେପଟେ ଗତ କିଛି ଦିନ ହେଲା ୫ଜଣ ବାଂଲାଦେଶୀ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ଯାହାକୁ ନେଇ ପୁଲିସ ସମ୍ପୃକ୍ତ ବାଂଲାଦେଶୀଙ୍କୁ ଅଟକ ରଖି ଛାନଭିନ କରୁଛି । ତେବେ ବାଂଲାଦେଶ ଦୂତାବାସ ସହ ଆଲୋଚନା ପରେ ତାଙ୍କ ପାର୍ସପୋର୍ଟ ଯାଂଚ କରାଯାଇଥିଲା । ସେମାନଙ୍କ ବିରୋଧରେ କୌଣସି ସନ୍ଦେହ ଜନକ ତଥ୍ୟ ନମିଳିବାରୁ ସେମାନଙ୍କୁ ଛାଡ଼ି ଦିଆଯାଇଛି । ଆଜି ପୁଲିସ ଦ୍ୱାରା ଅଟକ ବିଦେଶୀ ନାଗରିକଙ୍କ ପରିଚୟ, ଭିସା ଓ ପାସପୋର୍ଟ ଯାଂଚ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.4 ° C
    16.4 °
    16.4 °
    25 %
    1.4kmh
    58 %
    Sun
    27 °
    Mon
    28 °
    Tue
    28 °
    Wed
    29 °
    Thu
    30 °

    ସମ୍ବନ୍ଧିତ