Sunday, March 22, 2026
32.5 C
Odisha

    କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଘୋଷଣାକୁ ଐତିହାସିକ ପଦକ୍ଷେପ ବୋଲି କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    13 %
    4.6kmh
    1 %
    Sun
    32 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ