Sunday, October 25, 2026
20.1 C
Odisha

    କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଘୋଷଣାକୁ ଐତିହାସିକ ପଦକ୍ଷେପ ବୋଲି କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ