Monday, August 24, 2026
24.8 C
Odisha

    ଓଡ଼ିଆ ଅଭିନେତ୍ରୀ ରିୟା ଦେଙ୍କ ନାଁରେ ଥାନାରେ ସଙ୍ଗୀନ ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଆ ଅଭିନେତ୍ରୀ ରିୟା ଦେ ନାଁରେ ଜଣେ ଯୁବତୀ ଥାନାରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସଂପୃକ୍ତ ରିୟା ଏବଂ ତାଙ୍କ ସ୍ୱାମୀ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି। ଯୁବତୀ ଜଣଙ୍କ କେୟାର ଟେକର ଭାବରେ ଦେଢ଼ ବର୍ଷ ହେବ କାମ କରୁଥିଲେ। ରିୟାଙ୍କ ସ୍ୱାମୀ ବିୟର ବୋତଲରେ ତାଙ୍କୁ ବାଡେଇ ଥିବା ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତ କରିଛନ୍ତି ଯୁବତୀ। ଅଭିଯୋଗ ଆଧାରରେ ପୁଲିସ ଘଟଣାର ତଦନ୍ତ କରୁଛି। ରିୟାଙ୍କ ଘରୁ ଖସି ପଳେଇ ଆସି ଥାନାରେ ଅଭିଯୋଗ କରିଛନ୍ତି। ଦେଢ଼ ବର୍ଷ ହେବ ଯୁବତୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ଅଭିଯୋଗରେ ଲେଖାଯାଇଛି। ରିୟା ଯୁବତୀଙ୍କୁ ବାହାର ପଟୁ ଲକ କରି ରଖୁଥିବା ସାଙ୍ଘାତିକ ଅଭିଯୋଗ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.8 ° C
    24.8 °
    24.8 °
    96 %
    1.4kmh
    100 %
    Sun
    25 °
    Mon
    28 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ