Tuesday, January 13, 2026
13.3 C
Odisha

    ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ମଞ୍ଚେଶ୍ବର ଥାନାରେ ଏତଲା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ରାଜଧାନୀର ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ବି ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବି ପୂରଣ କରାଯାଇନଥିବାରୁ ମହାସଂଘ ପକ୍ଷରୁ ଏତଲା ଦିଆଯାଇଥିବା କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.3 ° C
    13.3 °
    13.3 °
    40 %
    1.3kmh
    0 %
    Tue
    27 °
    Wed
    28 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ