Monday, September 21, 2026
24 C
Odisha

    ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ମଞ୍ଚେଶ୍ବର ଥାନାରେ ଏତଲା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ରାଜଧାନୀର ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ବି ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବି ପୂରଣ କରାଯାଇନଥିବାରୁ ମହାସଂଘ ପକ୍ଷରୁ ଏତଲା ଦିଆଯାଇଥିବା କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    95 %
    1.1kmh
    100 %
    Sun
    24 °
    Mon
    28 °
    Tue
    28 °
    Wed
    28 °
    Thu
    23 °

    ସମ୍ବନ୍ଧିତ