Monday, September 21, 2026
24.5 C
Odisha

    ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ

    ଆଗକୁ ପଢନ୍ତୁ

    ଜୟପୁର: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ତେଣେ ଏସଏନ ସିୟୁରୁ ନବଜାତମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ତେବେ କେଉଁ କାରଣରୁ ନିଆଁ ଲାଗିଛି, ସେନେଇ ମେଡିକାଲ୍ କଲେଜ୍ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇନାହାନ୍ତି। ମେଡିକାଲ ନିକଟରେ ଜନଗହଳି ପରିଲକ୍ଷିତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    94 %
    1.5kmh
    100 %
    Mon
    24 °
    Tue
    28 °
    Wed
    27 °
    Thu
    27 °
    Fri
    28 °

    ସମ୍ବନ୍ଧିତ