Monday, April 6, 2026
28.1 C
Odisha

    ସୋରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୭ ବଖରା ଘର

    ଆଗକୁ ପଢନ୍ତୁ

    ସୋର: ବାଲେଶ୍ବର ଜିଲ୍ଲା ସୋର ବ୍ଲକ ନଟାପଡା ପଞ୍ଚାୟତ ଚହଳିଗାଁ ଗ୍ରାମର ରାଜେନ୍ଦ୍ର ଭଞ୍ଜଙ୍କ ଘରେ ଅଗ୍ନିକାଣ୍ଡ ଘଟିବାରୁ ସାତ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଆଜି ମଧ୍ୟାହ୍ନରେ ରାଜେନ୍ଦ୍ରଙ୍କ ସ୍ତ୍ରୀ ରୋଷେଇ କରୁଥିବା ବେଳେ ଚାଳ ଘରେ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ସହିତ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ସୋର ଅଗ୍ନିଶମ ବିଭାଗର ୨ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସେତେବେଳକୁ ସାତ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    55 %
    4kmh
    100 %
    Mon
    28 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ