Sunday, March 1, 2026
27.4 C
Odisha

    ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହାକୁ ନେଇ ଯାତ୍ରୀମାନେ ବିମାନ ବନ୍ଦରରେ ଧାରଣା ଦେଇଛନ୍ତି। ଲଗାତାର ବିମାନ ବାତିଲା ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ବିମାନ ବନ୍ଦର କର୍ତ୍ତୃପକ୍ଷ ଯାତ୍ରୀଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.4 ° C
    27.4 °
    27.4 °
    29 %
    1.2kmh
    8 %
    Sun
    30 °
    Mon
    36 °
    Tue
    36 °
    Wed
    38 °
    Thu
    38 °

    ସମ୍ବନ୍ଧିତ