Tuesday, September 29, 2026
23.2 C
Odisha

    ପୂର୍ବତନ ବିଧାୟକ ସଦନ ନାୟକଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗ । ସେ ଦୀର୍ଘଦିନ ଧରି ଅସୁସ୍ଥ ରହିଥିବା ବେଳେ ଆଜି ଜଗଦଳପୁର ମେଡିକାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।
    ଅନ୍ୟପକ୍ଷରେ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମଧ୍ୟ ଶୋକପ୍ରକାଶ କରିଛନ୍ତି । ସେ ଟ୍ବିଟ କରି ଲେଖିଛନ୍ତି, “କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ପରଲୋକ ଖବର ଶୁଣି ମୁଁ ମର୍ମାହତ ଏବଂ ଦୁଃଖିତ। ମହାପ୍ରଭୁଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ