Sunday, June 14, 2026
32.4 C
Odisha

    ବିଜେପିରେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟସାଣୀ

    ଆଗକୁ ପଢନ୍ତୁ

    ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ବିଜେଡି ଛାଡି ବିଜେପିର ହାତ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ । ଦିଲ୍ଲୀ ଗସ୍ତ ସମୟରେ ସେ ବିଜେପିରେ ସାମିଲ ହୋଇଛନ୍ତି । କାନ୍ଧରେ ବିଜେପି ଉତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି । ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିିଡିଆରେ ଘୁରି ବୁଲୁଛି । ୨୦୨୪ ଓ ୨୦୧୯ରେ ବିଜେଡି ଟିକେଟ ଆଶାୟୀ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । କିନ୍ତୁ ବିଜେଡି ତାଙ୍କ ଉପରେ ଭରଷା କରିନଥିଲା । ବିଜେପି ରାଜ୍ୟରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି । ଏପରି ସମୟରେ ବିଜେଡି ଛାଡି ବିଜେପି ଶବିରରେ ଯୋଗ ଦେଇଛନ୍ତି ପ୍ରସନ୍ନ ପାଟ୍ଟଶାଣୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    32.4 ° C
    32.4 °
    32.4 °
    46 %
    1.7kmh
    100 %
    Sun
    31 °
    Mon
    40 °
    Tue
    42 °
    Wed
    42 °
    Thu
    42 °

    ସମ୍ବନ୍ଧିତ