Sunday, October 4, 2026
24.3 C
Odisha

    ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ‌କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ବାର୍ଦ୍ଧକ୍ୟ ଜନିତ କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

    ପ୍ରଭାତଙ୍କ ଦେହାନ୍ତ ସମ୍ପର୍କରେ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି। ବ୍ରେନ ଷ୍ଟ୍ରୋକରେ ପରଲୋକ ଘଟିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି। ଶ୍ରୀକାନ୍ତ ଜେନାଙ୍କ ପରେ ପ୍ରଭାତ ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସାଂସଦ ଥିଲେ। ତାଙ୍କ ପରେ ଅର୍ଚ୍ଚନା ନାୟକ କେନ୍ଦ୍ରାପଡ଼ାରୁ ବିଜୟୀ ହୋଇଥିଲେ।

    ପ୍ରଭାତ କୁମାର ସମାନ୍ତରାୟ ୨୨ ଏପ୍ରିଲ ୧୯୫୦ରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଅନ୍ତର୍ଗତ ଶାସନିପଡ଼ାରେ ଜନ୍ମ ଗ୍ରହଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ