Thursday, September 17, 2026
30.6 C
Odisha

    ନିୟନ୍ତ୍ରଣ ହରାଇ ଆଗରେ ଯାଉଥିବା କାର୍‌କୁ ଧକ୍କା ଦେଲେ, ୪ ବର୍ଷୀୟ ଶିଶୁର ମୃତ୍ୟୁ

    ଆଗକୁ ପଢନ୍ତୁ

    ରାଉରକେଲା: ଦ୍ରୁତଗତି ମହାବିପତ୍ତି। ଏହା ଜାଣିଥିଲେ ମଧ୍ୟ ଲୋକ ଅସାବଧାନତା ଯୋଗୁଁ ଦୁର୍ଘଟଣାର ଶିକାର ହୋଇଥାନ୍ତି। ରାଉରକେଲା ପୁଲିସ ଜିଲ୍ଲା ଚାନ୍ଦିପୋଷ ଥାନା ମୂଷାବିରା ଠାରେ ଆଜି ଏକ ଅଲ୍ଟୋ କାର୍‌କୁ ହ୍ୟୁଣ୍ଡାଇ କାର ପଛ ପାର୍ଶ୍ୱରୁ ଧକ୍କା ଦେଇଛି। ଫଳରେ ଜଣେ ୪ ବର୍ଷ ବୟସର ଶିଶୁର ମୃତ୍ୟୁ ଘଟିଛି। ମୃତ ଶିଶୁର ନାମ ରିସଭ ଓରାମ ବୋଲି ଜଣାପଡ଼ିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ୨ଟି କାରକୁ ଜବତ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30.6 ° C
    30.6 °
    30.6 °
    69 %
    1.4kmh
    36 %
    Thu
    31 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ