Friday, April 3, 2026
39.1 C
Odisha

    ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କର ୧୦୨ ବର୍ଷ ବୟସରେ ଦେହାନ୍ତ ହୋଇଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଚି । ସେ ମେଡିସିନ ବିଭାଗର ଆଇସିୟୁରେ ୩ ଦିନ ଧରି ଚିକିତ୍ସିତ ହେଉଥିଲେ । ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାହୁ ଅଲ ଓଡିଶା ଫ୍ରୀଡମ ଫାଇଟର ସଂଘର ସଭାପତି ଥିଲେ । ସ୍ୱାଧୀନତା ସଂଗ୍ରାମ ବେଳେ ସେ ୩ ବର୍ଷ ଜେଲରେ ରହିଥିଲେ । ଏହାସହ ସେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପାଇଛନ୍ତି । ବ୍ରେନଷ୍ଟୋକ ହେବା ପରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ