Monday, April 6, 2026
35.2 C
Odisha

    ହାତୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

    ଆଗକୁ ପଢନ୍ତୁ

    ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା ଅଧରପୋଛା ସହ ଅନ୍ୟାନ୍ୟ ନୀତି ପରେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ‌ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ବେ ଭକ୍ତମାନେ ଏହି ବେଶ ଦର୍ଶନ କରି ବହୁତ ଖୁସି ଅନୁଭବ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    30 %
    0.9kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ