Saturday, October 3, 2026
22.1 C
Odisha

    ଗଜପତି ଏଡିଏମ ବୀରେନ୍ଦ୍ର ଦାଶଙ୍କ ଦେହାନ୍ତ

    ଆଗକୁ ପଢନ୍ତୁ

    ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଏଡିଏମ ବୀରେନ୍ଦ୍ର ଦାଶଙ୍କ ଦେହାନ୍ତ ହୋଇଛି। ଗତକାଲି ରାତିରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଗାଉଥିବା ବେଳେ ସେ ତଳେ ପଡିଯାଇଥିଲେ। ପରେ ତାଙ୍କୁ ସେଠାରୁ ପାରଳାଖେମୁଣ୍ଡି ମୁଖ୍ୟଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ଏହା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.1 ° C
    22.1 °
    22.1 °
    84 %
    1.2kmh
    34 %
    Sat
    30 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ