Saturday, October 17, 2026
30.5 C
Odisha

    ସ୍ୱାମୀକୁ ମଦ ପିଆଇ ସ୍ତ୍ରୀକୁ ଦୁଷ୍କର୍ମ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ଅରଖକୁଦା ମିରାଇନ୍ ଥାନା ଅଂଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ଏକ ଦୁଷ୍କର୍ମ ମାମଲା ରୁଜୁକରି ଜଣେ ଦୁଷ୍କର୍ମକରୀକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.5 ° C
    30.5 °
    30.5 °
    57 %
    2.1kmh
    74 %
    Sat
    28 °
    Sun
    30 °
    Mon
    31 °
    Tue
    30 °
    Wed
    29 °

    ସମ୍ବନ୍ଧିତ