Tuesday, October 22, 2024
29.1 C
Odisha

    ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ପାଇଁ ଧନିଆର ପତ୍ର

    ଆଗକୁ ପଢନ୍ତୁ

    ୧.କିଛି ଲୋକଙ୍କର ପାଚନ ପ୍ରକ୍ରିୟାରେ ସମସ୍ୟା ଦେଖା ଯାଇଥାଏ । ଯାହା ଦ୍ୱାରା ଗ୍ୟାସ୍‌ର ସମସ୍ୟା ଦେଖା ଯାଇଥାଏ । ଯଦି ପ୍ରତିଦିନ ଏଭଳି ସମସ୍ୟା ଦେଖା ଦେଉଛି ତେବେ ଖାଇବାରେ ଧନିଆ ପତ୍ରକୁ ସାମିଲ କରନ୍ତୁ । ଧନିଆର ପତ୍ର ଖାଇବା ଦ୍ୱାରା ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ ।

    ୨.ବେଳେ ବେଳେ କାମର ଚାପ ହେତୁ ଲୋକମାନେ ସଠିକ୍‌ ପରିମାଣରେ ପାଣି ପିଇ ପାରନ୍ତି ନାହିଁ । ଯାହା ଫଳରେ ପରିଶ୍ରାରେ ସମସ୍ୟା ଦେଖା ଯାଇଥାଏ । ଏଭଳି ପରିସ୍ଥିତିରେ ଧନିଆ ପତ୍ରକୁ ରାଇତା, ସାଲାଡ଼ ଏବଂ ତରକାରିରେ ପକାଇ ଖାଇବା ଆରମ୍ଭ କରନ୍ତୁ । ଏହି ସମସ୍ୟା ଦୂର ହେବ ।

    ୩. ଏଥିରେ ଭିଟାମିନ ଏ ଏବଂ ଭିଟାମିନ୍‌ ସି ପ୍ରଚୁର ପରିମାଣରେ ଥିବାରୁ ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ ।

    ୪.ଆଣ୍ଠୁଗଣ୍ଠିର ସମସ୍ୟା ଦେଖା ଯାଉଥିଲେ ପ୍ରତିଦିନର ଖାଇବାରେ ଏହାକୁ ସାମିଲ କରନ୍ତୁ । ଧନିଆ ପତ୍ର ଉପଲବ୍ଧ ନ ଥିଲେ ଧନିଆ ପାଉଡର ମଧ୍ୟ ଆପଣ ବ୍ୟବହାର କରି ପାରିବେ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଆଣ୍ଠୁଗଣ୍ଠିର ସମସ୍ୟା ଦୂର ହୋଇଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    48 %
    2.9kmh
    6 %
    Tue
    29 °
    Wed
    28 °
    Thu
    27 °
    Fri
    26 °
    Sat
    22 °

    ସମ୍ବନ୍ଧିତ