Saturday, September 26, 2026
28.5 C
Odisha

    ବିଜେଡିରେ ସାମିଲ ହୋଇପାରନ୍ତି ଗଣେଶ୍ୱର ବେହେରା

    ଆଗକୁ ପଢନ୍ତୁ

    ଗଣେଶ୍ୱର ବେହେରା ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ନେଇ କେନ୍ଦ୍ରାପଡ଼ାର ବିଜୁ ଜନତା ଦଳର ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ । କେନ୍ଦ୍ରାପଡ଼ାର ଏକ ପ୍ରତିଷ୍ଠିତ ହୋଟେଲରେ ଏମାନେ ଏକତ୍ରିତ ହୋଇଥିଲେ । ବିଜୁ ପରିବାରର ସ୍ୱାର୍ଥ ପାଇଁ କର୍ମୀ ସମ୍ମିଳନୀ ନାମରେ ଆୟୋଜିତ ସଭାରେ ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇ, ସିପ୍ରା ମଲ୍ଲିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗୀତାଞ୍ଜଳୀ ସେଠୀ, ମୁରଲୀ ସେଠୀ, ମାନଓ ସେଠୀ, ଦୁଷ୍ମନ୍ତ ମଲ୍ଲିକ ରାଜେଶ ଦାସ, ମାନସ ପରିଡ଼ାଙ୍କ ଅଧ୍ୟକ୍ଷତାରେ ପ୍ରାର୍ଥୀ ଆଶାୟୀ ଓ ଅନେକ କର୍ମୀ ସାମିଲ ହୋଇଥିଲେ ।ସେମାନଙ୍କ କହିବା ଅନୁଯାୟୀ ବିଜେଡି ଯାହାକୁ ବି ଟିକେଟ ଦେଉଛି ଦେଉ, କିନ୍ତୁ ଅନ୍ୟ ଦଳରୁ ଯେ ଆସିବେ, ତାଙ୍କୁ ଗ୍ରହଣ କରାଯିବ ନାହିଁ । ଶତାଧିକ କର୍ମୀଙ୍କ ଏକ ଦସ୍ତଖତ ଦଳର ହାଇକମାଣ୍ଡଙ୍କ ନିକଟକୁ ପଠାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.5 ° C
    28.5 °
    28.5 °
    78 %
    3.4kmh
    68 %
    Sat
    29 °
    Sun
    29 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ