Saturday, September 26, 2026
28.5 C
Odisha

    ଇଂଲଣ୍ଡରୁ ଲକ୍ଷ କେଜି ସୁନା ଫେରାଇ ଆଣିଲା ଭାରତ

    ଆଗକୁ ପଢନ୍ତୁ

    ଇଂଲଣ୍ଡରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଏସବୁ ସୁନା ଭାରତକୁ ଫେରିବ। ରିପୋର୍ଟ ଅନୁସାରେ, ଏବେ ଇଂଲଣ୍ଡରୁ ୧୦୦ ଟନ୍‌ ସୁନା ଫେରାଇ ଆଣି ଭାରତର ଭଣ୍ଡାରରେ ରଖାଯାଇଛି। ଆରବିଆଇ ଅଧିକାରୀମାନେ କହିଛନ୍ତି ଯେ, ଆଗାମୀ ଦିନରେ ମଧ୍ୟ ସମାନ ପରିମାଣର ସୁନା ଭାରତକୁ ଫେରାଇ ଅଣାଯିବ। ଭବିଷ୍ୟତରେ ଆର୍ଥିକ ସ୍ଥିରତା ବଜାୟ ରଖିବା ପାଇଁ ସେଣ୍ଟ୍ରାଲ୍ ବ୍ୟାଙ୍କ୍ ଦେଶର ରାଜକୋଷରେ ସୁନା ପରିମାଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.5 ° C
    28.5 °
    28.5 °
    78 %
    3.4kmh
    68 %
    Sat
    29 °
    Sun
    29 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ