Monday, February 10, 2025
18.1 C
Odisha

    ଇଂଲଣ୍ଡରୁ ଲକ୍ଷ କେଜି ସୁନା ଫେରାଇ ଆଣିଲା ଭାରତ

    ଆଗକୁ ପଢନ୍ତୁ

    ଇଂଲଣ୍ଡରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଏସବୁ ସୁନା ଭାରତକୁ ଫେରିବ। ରିପୋର୍ଟ ଅନୁସାରେ, ଏବେ ଇଂଲଣ୍ଡରୁ ୧୦୦ ଟନ୍‌ ସୁନା ଫେରାଇ ଆଣି ଭାରତର ଭଣ୍ଡାରରେ ରଖାଯାଇଛି। ଆରବିଆଇ ଅଧିକାରୀମାନେ କହିଛନ୍ତି ଯେ, ଆଗାମୀ ଦିନରେ ମଧ୍ୟ ସମାନ ପରିମାଣର ସୁନା ଭାରତକୁ ଫେରାଇ ଅଣାଯିବ। ଭବିଷ୍ୟତରେ ଆର୍ଥିକ ସ୍ଥିରତା ବଜାୟ ରଖିବା ପାଇଁ ସେଣ୍ଟ୍ରାଲ୍ ବ୍ୟାଙ୍କ୍ ଦେଶର ରାଜକୋଷରେ ସୁନା ପରିମାଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    18.1 ° C
    18.1 °
    18.1 °
    58 %
    2.5kmh
    17 %
    Sun
    18 °
    Mon
    34 °
    Tue
    36 °
    Wed
    36 °
    Thu
    35 °

    ସମ୍ବନ୍ଧିତ