Monday, January 19, 2026
22.6 C
Odisha

    ବଢ଼ିଲା ସୁନା ଦର; କେଉଁ ସହରରେ କେତେ ?

    ଆଗକୁ ପଢନ୍ତୁ

    ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩,୦୦୦ ଟଙ୍କା ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.6 ° C
    22.6 °
    22.6 °
    20 %
    1.7kmh
    0 %
    Mon
    21 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ