ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩,୦୦୦ ଟଙ୍କା ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୭୦୦ ଟଙ୍କା ରହିଥିବା ନେଇ ହୋଇଛି।