Wednesday, December 17, 2025
26.3 C
Odisha

    ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଆରପାରିରେ ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକାର ତଥା ପୂର୍ବତନ କଂସ ମହାରାଜ ଗୋପାଳ ସାହୁ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବରଗଡ଼ରେ ଦୀର୍ଘ ୨୩ ବର୍ଷ ଧରି ସେ ଅଭିନୟ କରିଆସୁଥିଲେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ହେଉଥିଲା। ଆଜି ସକାଳୁ ତାଙ୍କର ମୁତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.3 ° C
    26.3 °
    26.3 °
    24 %
    2.5kmh
    0 %
    Wed
    27 °
    Thu
    26 °
    Fri
    26 °
    Sat
    27 °
    Sun
    28 °

    ସମ୍ବନ୍ଧିତ