Tuesday, October 20, 2026
24.1 C
Odisha

    ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର । ବଢିଲା ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କୁ ପୂଜା ଭେଟି ଦେଇଛନ୍ତି ରାଜ୍ୟ ସରକାର । ଚାରି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ମୋହନ ସରକାର । ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହାକୁ ଲାଗୁ କରାଯିବ । ପୂର୍ବରୁ ମହଙ୍ଗା ଭତ୍ତା ୪୬ ପ୍ରତିଶତ ଥିବା ବେଳେ ଏବେ ଏହା ୫୦ ପ୍ରତିଶତରେ ପହଞ୍ଚିଛି । ଗତକାଲି ସରକାରୀ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସୀମା ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    76 %
    0.2kmh
    4 %
    Tue
    29 °
    Wed
    29 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ