Sunday, September 13, 2026
27.6 C
Odisha

    ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର । ବଢିଲା ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କୁ ପୂଜା ଭେଟି ଦେଇଛନ୍ତି ରାଜ୍ୟ ସରକାର । ଚାରି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ମୋହନ ସରକାର । ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହାକୁ ଲାଗୁ କରାଯିବ । ପୂର୍ବରୁ ମହଙ୍ଗା ଭତ୍ତା ୪୬ ପ୍ରତିଶତ ଥିବା ବେଳେ ଏବେ ଏହା ୫୦ ପ୍ରତିଶତରେ ପହଞ୍ଚିଛି । ଗତକାଲି ସରକାରୀ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସୀମା ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ