Sunday, July 12, 2026
27.7 C
Odisha

    ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ଗୁପ୍ତ ସୁଡ଼ଙ୍ଗ ଥିଲେ କାନ୍ଥ ଭିତରେ କିଛି ରତ୍ନ କିମ୍ବା ମୂଲ୍ୟବାନ ସାମଗ୍ରୀ ଥିଲେ ସରକାର ପରବର୍ତ୍ତୀ ନିଷ୍ପତି ନେବେ ।ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଯଦି କିଛି ନଥିବା ରିପୋର୍ଟ ଆସେ, ତେବେ ଏଏସଆଇ ଟିମ୍ ମରାମତି କାର୍ଯ୍ୟ ଆରମ୍ଭ କରିବେ । ମରାମତି ପରେ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ରତ୍ନ । ଗଣତି ମଣତି ଆରମ୍ଭ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.7 ° C
    27.7 °
    27.7 °
    69 %
    1.8kmh
    82 %
    Sun
    28 °
    Mon
    34 °
    Tue
    27 °
    Wed
    31 °
    Thu
    34 °

    ସମ୍ବନ୍ଧିତ