Monday, September 23, 2024
27.6 C
Odisha

    ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ଅଭିଯୋଗ ଶୁଣାଣି ସହିତ ଆଗାମୀଦିନରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଖୋଲିବ | ମୁଖ୍ୟମନ୍ତ୍ରୀଙ୍କ ଇଛା ଆଗାମୀ ଦିନରେ ଉତ୍ତର ଓଡ଼ିଶା, ପଶ୍ଚିମ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ସେଠାରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ | ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଅନୁସାରେ ତଳସ୍ତରକୁ ଯିବା ପାଇଁ ଆଗାମୀ ଦିନର ବ୍ୟବସ୍ଥା ରହିଛି |

    ଏହା ଦ୍ୱାରା ଜନସାଧାରଣ ସହଜରେ ଅଭିଯୋଗ ପତ୍ର ଦାଖଲ କରିବେ | ୧ ହଜାରରୁ ଅଧିକ ଅଭିଯୋଗକାରୀ ଅଭିଯୋଗ ନେଇ ଅଭିଯୋଗ କରିଛନ୍ତି | ଦିବ୍ୟାଙ୍ଗ, ବୟସ୍କ ଏବଂ ବିଭିନ୍ନ ସମସ୍ୟାରେ ଜଡିତ ଥିବା ଅଭିଯୋଗକାରୀ ପଞ୍ଜିକୃତ କରିଛନ୍ତି | ବିଗତ ଦିନରେ ଅଧିକ ସଂଖ୍ୟାରେ ଲୋକ ଆସିଥିବାରୁ ସମାଧାନରେ ସମସ୍ୟା ହେଉଥିଲା | ସରଳୀକରଣ ପାଇଁ ନିର୍ଦ୍ଧିଷ୍ଟ ସମୟ ରଖାଯାଇଛି | ଦେଢ଼ ମାସ ବିଧାନସଭା ଥିବାରୁ କାର୍ଯ୍ୟକ୍ରମ ବନ୍ଦ ଥିଲା |

    ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଏବଂ ତଳସ୍ତରକୁ ଯିବା ପାଇଁ ଆଗାମୀ ଦିନରେ ବ୍ୟବସ୍ଥା ରହିଛି | ଜନସାଧାରଣ ଅଭିଯୋଗ ପତ୍ର ଦାଖଲ କରିବେ | ଗତକାଲି କେନ୍ଦୁଝର ଗସ୍ତ ବେଳେ ବି ଏଭଳି କହିଛନ୍ତି | ବିଗତ ଦିନର ସରକାର ଏବଂ ଏବେର ସରକାର ଭିତରେ ପାର୍ଥକ୍ୟ ହେଉଛି ଲୋକଙ୍କ ସରକାର ମୋହନ ମାଝୀଙ୍କ ସରକାର |

    ଲୋକଙ୍କ ବ୍ୟବସ୍ଥାକୁ ସମାଧାନ କରୁଥିବା ସରକାର | ମୋ ପାଖକୁ ଆସିଥିବା ଅଭିଯୋଗ ସଙ୍ଗେ ସଙ୍ଗେ ସମାଧାନ କଲି | ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଗସ୍ତ ସମୟରେ ଗ୍ରୀଭାନ୍ସ କରିବେ | ମନ୍ତ୍ରୀ ରବି ନାୟକ କିଛି ଏଭଳି କହିଛନ୍ତି |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    27.6 ° C
    27.6 °
    27.6 °
    88 %
    1.2kmh
    100 %
    Mon
    26 °
    Tue
    31 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ