Monday, March 30, 2026
27.4 C
Odisha

    ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

    ଆଗକୁ ପଢନ୍ତୁ

    ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ତାଙ୍କୁ ସ୍ଥାନ ଦେଇଛନ୍ତି ଲୋକସଭା ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ୧୨ ଜଣିଆ ହାଉସ କମିଟି ଗଠିତ ହୋଇଛି। ଏହି କମିଟିରେ କଲ୍ୟାଣ ବାନାର୍ଜୀ, ସୁଧୀର ଗୁପ୍ତା, କୃପାନାଥ ମଲ୍ଲାହ, ଡି. ପୁରନ୍ଦେଶ୍ୱରୀ, ସୁଖଜିନ୍ଦର ସିଂହ ରାନ୍ଧୱା, ଏମ୍‌ଏସ୍‌ ରେଡ୍ଡୀ, କୋଡିକୁନ୍ନିଲ ସୁରେଶ, ଡକ୍ଟର ଟି ସୁମତି, ଅକ୍ଷୟ ଯାଦବ ଓ ଦୀନେଶ ଚନ୍ଦ୍ର ଯାଦବ ଅଛନ୍ତି। କିଛି ଦିନ ପୂର୍ବରୁ ବାଚସ୍ପତି ଓମ୍ ବିର୍ଲା ବିଜନେସ ଆଡଭାଇଜରୀ କମିଟି ଗଠନ କରିଥିଲେ। ଏଥିରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ସଦସ୍ୟ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ