Tuesday, April 7, 2026
22.5 C
Odisha

    ହରିୟାଣା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ମନୋହର

    ଆଗକୁ ପଢନ୍ତୁ

    ହରିୟାଣା ରାଜନୀତିରେ ବଡ ଧରଣର ହଲଚଲ । ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ମନୋହର ଲାଲ ଖଟ୍ଟରଙ୍କ ସ୍ଥାନରେ ସଞ୍ଜୟ ଭାଟିଆ କିମ୍ବା ନାଏବ ସୈନିଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ ।
    ଲୋକସଭା ନିର୍ବାଚନ ପୂର୍ବରୁ ହରିୟାଣାରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ବିଧାୟକ ଓ ମନ୍ତ୍ରୀଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ହରିୟାଣାର ବିଜେପି ପ୍ରଭାରୀ ଦାୟିତ୍ୱରେ ଥିବା ବିପ୍ଳବ ଦେବ ମଧ୍ୟ ଏହା ମଧ୍ୟରେ ଚଣ୍ଡିଗଡରେ ପହଞ୍ଚିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    77 %
    0.8kmh
    0 %
    Tue
    35 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ