Saturday, July 27, 2024
24.5 C
Odisha

    ହରିୟାଣା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ମନୋହର

    ଆଗକୁ ପଢନ୍ତୁ

    ହରିୟାଣା ରାଜନୀତିରେ ବଡ ଧରଣର ହଲଚଲ । ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ମନୋହର ଲାଲ ଖଟ୍ଟରଙ୍କ ସ୍ଥାନରେ ସଞ୍ଜୟ ଭାଟିଆ କିମ୍ବା ନାଏବ ସୈନିଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ ।
    ଲୋକସଭା ନିର୍ବାଚନ ପୂର୍ବରୁ ହରିୟାଣାରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ବିଧାୟକ ଓ ମନ୍ତ୍ରୀଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ହରିୟାଣାର ବିଜେପି ପ୍ରଭାରୀ ଦାୟିତ୍ୱରେ ଥିବା ବିପ୍ଳବ ଦେବ ମଧ୍ୟ ଏହା ମଧ୍ୟରେ ଚଣ୍ଡିଗଡରେ ପହଞ୍ଚିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ