Friday, March 6, 2026
35.4 C
Odisha

    ଶୀତ କମିବ, ତାତି ବଢ଼ିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଉତ୍ତର ପଶ୍ଚିମ ଦିଗରୁ ଆସୁଥିବା ମେଘ ସମୂହ ତଥା ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶା ଯଥା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାତିର ତାପମାତ୍ରା ଆହୁରି ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସେହିଭଳି ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.4 ° C
    35.4 °
    35.4 °
    12 %
    3.5kmh
    0 %
    Fri
    34 °
    Sat
    37 °
    Sun
    37 °
    Mon
    38 °
    Tue
    39 °

    ସମ୍ବନ୍ଧିତ