Thursday, November 27, 2025
15.1 C
Odisha

    ଦ୍ବୈତ ନଗରୀ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦ୍ବୈତ ନଗରୀ କଟକ ଓ ଭୁବନେଶ୍ୱରରେ ଗତକାଲି ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡି ଓ ବିଜୁଳି ମାରୁଛି। ଏହାଛଡ଼ା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବି ବର୍ଷା ଲାଗି ରହିଛି। ଏଣେ ଘଡ଼ଘଡ଼ି ବିଜୁଳି ବି ମାରୁଛି। ଏହାଦ୍ବାରା ଜନଜୀବନ ପ୍ରଭାବିତ ହୋଇଛି। କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ଏଣେ ପଶ୍ଚିମ ଓଡ଼ିଶାରେ ୩ ଘଣ୍ଟା ହେଲା ଘନଘନ ବିଜୁଳି ଜାରି ରହିଛି।ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ବର୍ଷାର ମାତ୍ରା କମିବ। ଏହାପରେ ତାପମାତ୍ରା ବଢ଼ିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    52 %
    1.6kmh
    1 %
    Thu
    15 °
    Fri
    25 °
    Sat
    26 °
    Sun
    27 °
    Mon
    26 °

    ସମ୍ବନ୍ଧିତ