Sunday, April 12, 2026
39 C
Odisha

    ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା

    ଆଗକୁ ପଢନ୍ତୁ

    ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ତିନି ଦିନ ପର୍ଯ୍ୟନ୍ତ ରହିଛି କାଳବୈଶାଖୀ ବର୍ଷା । ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ