Saturday, January 25, 2025
18.6 C
Odisha

    ଆଗାମୀ ଦୁଇଦିନ ପରେ ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ୨୪ ଘଂଟା ମଧ୍ୟରେ ଉପକୂଳ ସମେତ କିଛି ପାଶ୍ୱର୍ବର୍ତୀ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହାଫଳରେ ଦିନର ତାପମାତ୍ରା ହ୍ରାସ ପାଇବ । ସେହିପରି ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି ।ରାଜ୍ୟରେ ଚଳିତ ଗ୍ରୀଷ୍ମଋତୁରେ ଅସହ୍ୟ ହୋଇଛି ତାତି । କିଛି ସହରର ତାପମାତ୍ରା ବିଗତ ୧୦ ବର୍ଷର ରେକର୍ଡ ଭାଙ୍ଗିଛି । ଲୋକମାନେ ଅସହ୍ୟ ଗୁଳୁଗୁଳିରେ ତ୍ରାହି ତ୍ରାହି ଡାକୁଛନ୍ତି । ଦିନ ୧୨ ଟା ପରେ ରାସ୍ତାଘାଟ ଶୂନଶାନ ହୋଇଯାଉଛି । ଲୋକମାନେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଗ୍ରୀଷ୍ମତାପକୁ ନେଇ ସରକାର କିଛି କଟକଣା ଜାରି କରିଥିଲେ ବି ବିଭିନ୍ନ ସ୍ଥାନରେ ଏହାର ବ୍ୟତୀକ୍ରମ ଦେଖିବାକୁ ମିଳୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.6 ° C
    18.6 °
    18.6 °
    64 %
    2.1kmh
    0 %
    Fri
    19 °
    Sat
    32 °
    Sun
    31 °
    Mon
    32 °
    Tue
    33 °

    ସମ୍ବନ୍ଧିତ