Saturday, July 5, 2025
24.2 C
Odisha

    ଆଗାମୀ ଦୁଇଦିନ ପରେ ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ୨୪ ଘଂଟା ମଧ୍ୟରେ ଉପକୂଳ ସମେତ କିଛି ପାଶ୍ୱର୍ବର୍ତୀ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହାଫଳରେ ଦିନର ତାପମାତ୍ରା ହ୍ରାସ ପାଇବ । ସେହିପରି ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି ।ରାଜ୍ୟରେ ଚଳିତ ଗ୍ରୀଷ୍ମଋତୁରେ ଅସହ୍ୟ ହୋଇଛି ତାତି । କିଛି ସହରର ତାପମାତ୍ରା ବିଗତ ୧୦ ବର୍ଷର ରେକର୍ଡ ଭାଙ୍ଗିଛି । ଲୋକମାନେ ଅସହ୍ୟ ଗୁଳୁଗୁଳିରେ ତ୍ରାହି ତ୍ରାହି ଡାକୁଛନ୍ତି । ଦିନ ୧୨ ଟା ପରେ ରାସ୍ତାଘାଟ ଶୂନଶାନ ହୋଇଯାଉଛି । ଲୋକମାନେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଗ୍ରୀଷ୍ମତାପକୁ ନେଇ ସରକାର କିଛି କଟକଣା ଜାରି କରିଥିଲେ ବି ବିଭିନ୍ନ ସ୍ଥାନରେ ଏହାର ବ୍ୟତୀକ୍ରମ ଦେଖିବାକୁ ମିଳୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    3.3kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ