Friday, January 9, 2026
17.5 C
Odisha

    ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍

    ଆଗକୁ ପଢନ୍ତୁ

    ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ ସୋରେନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    17.5 ° C
    17.5 °
    17.5 °
    22 %
    2.2kmh
    58 %
    Fri
    16 °
    Sat
    26 °
    Sun
    28 °
    Mon
    29 °
    Tue
    29 °

    ସମ୍ବନ୍ଧିତ