Sunday, June 21, 2026
29.9 C
Odisha

    ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍

    ଆଗକୁ ପଢନ୍ତୁ

    ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ ସୋରେନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.9 ° C
    29.9 °
    29.9 °
    54 %
    1kmh
    100 %
    Sun
    38 °
    Mon
    36 °
    Tue
    36 °
    Wed
    37 °
    Thu
    40 °

    ସମ୍ବନ୍ଧିତ