Saturday, October 3, 2026
30.8 C
Odisha

    ସମଲେଇ ପ୍ରକଳ୍ପର ଲୋକାର୍ପଣ: ୨୭ରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ସାରା ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ (ସ୍କୁଲ ଓ କଲେଜ) ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଦିନ ଚତୁର୍ଥ ଶନିବାର ପଡ଼ୁଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ।
    ସମଲେଇ ପ୍ରକଳ୍ପ ଅଧୀନରେ ସମ୍ବଲପୁରର ଭବ୍ୟ ସମଲେଇ ମନ୍ଦିର ପରିସରର ହୋଇଛି ରୂପାନ୍ତରିକରଣ। ଏହି ଭବ୍ୟ ଉତ୍ସବରେ ସାମିଲ ହୋଇ ମା’ସମଲେଇଙ୍କ ଆଶୀର୍ବାଦ ନେବା ଲାଗି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିବେଦନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    54 %
    2.9kmh
    5 %
    Sat
    31 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ