Tuesday, September 29, 2026
23.2 C
Odisha

    ଅଟୋକୁ ଧକ୍କା ଦେଲା ହାଇୱା, ୫ ମୃତ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ତେଲେନଡିହି ଛକ ଠାରୁ ଅନତି ଦୂରରେ ଅଟୋକୁ ଧକ୍କା ଦେଲା ହାଇୱା । ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଧକ୍କା ହେବା ପରେ ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡ଼ିଛି । ଆଉ କେହି ଅଟୋ ତଳେ ଚାପି ହୋଇଥିବା ସନ୍ଦେହ କରି ଜେସିବି ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ